Holi Utsav 2025: ପ୍ରହ୍ଲାଦକୁ କୋଳରେ ଧରି ନିଆଁରେ ପଶିଲା ହୋଲିକା, ତା ପରେ…
ହୋଲି ଉତ୍ସବ ପଛର ପୌରାଣିକ କାହାଣୀ ବଡ଼ କୌତୂହଳ ପୂର୍ଣ୍ଣ। ହୋଲିକୁ ନେଇ ଆମ ସାହିତ୍ୟରେ ମଧ୍ୟ ଅନେକ ବଢ଼ିଆ କଥା ରହିଛି। ହୋଲି ଓ ଦୋଳ ହେଉଛି ଓଡ଼ିଆ ପରମ୍ପରାର ଅଭିନ୍ନ ଅଂଶ। ଓଡ଼ିଆଙ୍କ ଇଷ୍ଟଦେବତା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନୀତି ପରମ୍ପରା ସହିତ ମଧ୍ୟ ହୋଲିର ସଂପର୍କ ରହିଛି।