Horn Craft: ଓଡ଼ିଶାର ଚମତ୍କାର ଶିଙ୍ଗ କାମ, କିନ୍ତୁ ଏବେ ନାହିଁ ଚାହିଦା...

କାରିଗର ପାଖରେ ପଡିଥିବା ମଳିଛିଆ, ଆବୁଡା ଖାବୁଡା ଶିଙ୍ଗକୁ ଦେଖି କେହି ଆଦୌ ବିଶ୍ୱାସ କରିପାରିବେନି ଯେ ଏଇଥିରୁ ଏତେ ସୁନ୍ଦର କଳା ମଚମଚ ଚିକ୍କଣ ଶିଙ୍ଗ କାମ ହେଉଛି ବୋଲି । ଏବେ କିନ୍ତୁ ଶିଙ୍ଗ ଶିଳ୍ପ ପାଇଁ ଆବଶ୍ୟକ କଞ୍ଚାମାଲ୍ ମିଳିବାରେ ଅଭାବ ଓ ଆମ ଅବହେଳାରୁ ଏହାର ଚାହିଦା କମି କମି ଆସିଲାଣି । ଆଗାମୀ ପିଢି ପାଇଁ ତାକୁ ବଞ୍ଚାଇ ରଖିବାକୁ ଏଇ ଛୋଟ ପ୍ରୟାସ। ସେ ସମ୍ପର୍କରେ ବିଶଦ ଭାବରେ ଜାଣିବା ପାଇଁ ପଢ଼ନ୍ତୁ ଆଜିର ଅଧ୍ୟାୟ।

Horn Craft: ଓଡ଼ିଶାର ଚମତ୍କାର ଶିଙ୍ଗ କାମ, କିନ୍ତୁ ଏବେ ନାହିଁ ଚାହିଦା...
Array