Hostage Liberation: ପାକିସ୍ତାନରେ ଟ୍ରେନ ହାଇଜାକ୍: ମୁକ୍ତ ହେଲେ ୧୦୪ ପଣବନ୍ଦୀ

ଗତକାଲି ଜାଫର ଏକ୍ସପ୍ରେସ ଟ୍ରେନରୁ ଅପହରଣ କରିଥିଲେ ଆତଙ୍କବାଦୀ। ଟ୍ରେନଟି  କୋଏଟାରୁ ପେଶାୱର ଯାଉଥିବା ବେଳେ ବେଲୁଚି ଲିବରେସନ ଆର୍ମିର ଆତଙ୍କବାଦୀ ହାଇଜାକ୍ କରିଥିଲେ। ଟ୍ରେନକୁ ଟନେଲ ନମ୍ବର ୮ ପାଖରେ ବାଲୋଚ ଲିବରେସନ ଆର୍ମିର ଅସ୍ତ୍ରଶସ୍ତ୍ରଧାରୀ ଆତଙ୍କୀ ଅଟକାଇଥିଲେ।

Hostage Liberation: ପାକିସ୍ତାନରେ ଟ୍ରେନ ହାଇଜାକ୍: ମୁକ୍ତ ହେଲେ ୧୦୪ ପଣବନ୍ଦୀ
Array