India-Pakistan Diplomatic Tensions: ଭାରତର ବଡ଼ ଆକ୍ସନ, ୪୮ ଘଣ୍ଟାରେ ଭାରତ ଛାଡ଼ିବେ ପାକିସ୍ତାନ ନାଗରିକ

ସାର୍କ ଭିସାରେ ଥିବା ପାକିସ୍ତାନ ନାଗରିକ ୪୮ ଘଣ୍ଟାରେ ଭାରତ ଛାଡ଼ିବେ । ୧୯୬୦ରେ ପାକିସ୍ତାନ ସହ ହୋଇଥିବା ସିନ୍ଧୁ ନଦୀ ଚୁକ୍ତି ମଧ୍ୟ ଭାରତ ବାତିଲ କରିଛି ।

India-Pakistan Diplomatic Tensions: ଭାରତର ବଡ଼ ଆକ୍ସନ, ୪୮ ଘଣ୍ଟାରେ ଭାରତ ଛାଡ଼ିବେ ପାକିସ୍ତାନ ନାଗରିକ
Array