India Pakistan Tension High Alert: ଭାରତରେ ହାଇଆଲର୍ଟ; ଜଳ, ସ୍ଥଳ, ଆକାଶ ପଥରେ ସତର୍କତା ଜାରି

ପାକିସ୍ତାନ ଉପରେ ହମଲା ପରେ ସୀମାନ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀମାନଙ୍କ ସହ ଆଲୋଚନା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ସୀମାନ୍ତ ରାଜ୍ୟଗୁଡ଼ିକ ଜରୁରୀ ସାମଗ୍ରୀ ମହଜୁଦ୍ ରଖିବାକୁ କେନ୍ଦ୍ର ଗୃହମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

India Pakistan Tension High Alert: ଭାରତରେ ହାଇଆଲର୍ଟ; ଜଳ, ସ୍ଥଳ, ଆକାଶ ପଥରେ ସତର୍କତା ଜାରି
Array