India-Pakistan Tensions: 'ବିନା ନାଗରିକତାରେ ଭାରତରେ ବିବାହ କରିଛନ୍ତି ୫ ଲକ୍ଷରୁ ଅଧିକ ପାକିସ୍ତାନୀ ଯୁବତୀ'
ଭାରତରେ ବିବାହ କରିଥିବା ପାକିସ୍ତାନୀ ମହିଳା ମାନେ ଭାରତ ଛାଡ଼ିବାକୁ ଅନିଚ୍ଛା ପ୍ରକାଶ କରୁଥିବା ଘଟଣା ସାମ୍ନାକୁ ଆସିବାରେ ଲାଗିଥିଲା। ଏହାରି ଭିତରେ ବିଜେପି ସାଂସଦ ନିଶିକାନ୍ତ ଦୁବେ ସୋସିଆଲ ମିଡ଼ିଆ 'ଏକ୍ସ' ମାଧ୍ୟମରେ ଏକ ବଡ଼ ପ୍ରଶ୍ନ ଉଠାଇଛନ୍ତି ।