India's Airstrike in Pakistan: 'ଅପରେସନ ସିନ୍ଦୂର' ସଫଳ: ପାକିସ୍ତାନରେ ପଶି ହମ୍ଲା ପରେ ବିଶ୍ୱକୁ ଜଣାଇଲା ଭାରତ
ପହଲଗାମରେ ଆତଙ୍କବାଦୀ ଆକ୍ରମଣର ୧୪ ଦିନ ପରେ ପ୍ରତିଶୋଧ ନେଇଛି ଭାରତ । ପାକିସ୍ତାନ ଆତଙ୍କବାଦୀଙ୍କ ବିରୋଧରେ 'ଅପରେସନ ସିନ୍ଦୂର' ସଫଳ ହୋଇଛି । ପାକିସ୍ତାନରେ ଆତଙ୍କବାଦ ବିରୋଧରେ ଏହି କାର୍ଯ୍ୟାନୁଷ୍ଠାନ ପରେ ସାରା ବିଶ୍ବକୁ ଅବଗତ କରିଛି ଭାରତ ।