India's Next Test Cricket Captain: କାହା ମୁଣ୍ଡରେ ହାତୀ ଢାଳିବ ସୁନା କଳସ, କାହା ପାଖକୁ ଯିବ ଟେଷ୍ଟ କ୍ୟାପଟେନ୍ସି

ଯୁବ ଖେଳାଳିଙ୍କୁ ଅଧିନାୟକ କରିବା ଉପରେ ବିସିସିଆଇ ଗୁରୁତ୍ବ ଦେଉଛି। ପ୍ରତିଭାବାନ ବ୍ୟାଟର ଶୁବମନ ଗିଲ୍‌ କିମ୍ବା ରିଷଭ ପନ୍ତଙ୍କ ମଧ୍ୟରୁ ଜଣଙ୍କୁ ଦାୟିତ୍ବ ମିଳିପାରେ।

India's Next Test Cricket Captain: କାହା ମୁଣ୍ଡରେ ହାତୀ ଢାଳିବ ସୁନା କଳସ, କାହା ପାଖକୁ ଯିବ ଟେଷ୍ଟ କ୍ୟାପଟେନ୍ସି
Array