Intense Odisha Heatwave Warning: ୩ ଦିନ ତାତିରୁ ନାହିଁ ତ୍ରାହି; ଆଜି ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଆଗାମୀ ୩ ଦିନ ଯାଏ ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ। ଆଜି ପାଇଁ ୧୩ ଜିଲ୍ଲାକୁ ପ୍ରବଳ ଗରମ ସାଙ୍ଗକୁ ଗୁଳୁଗୁଳି ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

Intense Odisha Heatwave Warning:  ୩ ଦିନ ତାତିରୁ ନାହିଁ ତ୍ରାହି; ଆଜି ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
Array