IPL 2025: ମୁମ୍ବାଇ ଇଣ୍ଡିଆନ୍ସକୁ ବଡ଼ ଝଟକା, ହାର୍ଦ୍ଦିକ ବ୍ୟାନ୍ ହେବାପରେ କିଏ ହେବେ ଅଧିନାୟକ?
ଆଇପିଏଲର ପ୍ରଥମ ଅଭିଯାନ ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଚ୍ୟାଲେଞ୍ଜିଂ ହେବାକୁ ଯାଉଛି । କାରଣ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ନିଲମ୍ବନ ଯୋଗୁଁ ଆଇପିଏଲର ପ୍ରଥମ ମ୍ୟାଚ୍ ଖେଳିପାରିବେ ନାହିଁ । ଅନ୍ୟପଟେ ଦଳର ଷ୍ଟାର ବୋଲର ଯସପ୍ରୀତ ବୁମ୍ରା ଆଘାତ ଯୋଗୁ କିଛି ମ୍ୟାଚରୁ ବାହାରେ ରହିପାରନ୍ତି ।