IPL Auction: ୧୩ ବର୍ଷୀୟ ବ୍ୟାଟରଙ୍କ ଉପରେ ଟଙ୍କା ବର୍ଷା, ଏତେ କୋଟି ଟଙ୍କାରେ କିଣିଲା ଏହି ଟିମ୍
ନୂଆଦିଲ୍ଲୀ, ୨୫।୧୧: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୫ ସିଜିନ୍ ପାଇଁ ଦୁଇ ଦିନିଆ ମେଗା ନିଲାମ ୨୪ ଏବଂ ୨୫ ନଭେମ୍ବରରେ ସାଉଦି ଆରବରରେ ଅନୁଷ୍ଠିତ ହୋଇଛି। ଏଥିରେ ୧୩ ବର୍ଷ ବୟସ୍କା ବୈଭବ ସୂର୍ୟ୍ୟବଂଶୀ ଆଲୋଡ଼ନ ସୃଷ୍ଟି କରିଛନ୍ତି। ଏଥର ସେ ଆଇପିଏଲ ମେଗା ନିଲାମରେ ପ୍ରବେଶ କରିଥିବା ସର୍ବ କନିଷ୍ଠ କ୍ରିକେଟର ହୋଇଛନ୍ତି। ବୈଭବ ସୂର୍ୟ୍ୟବଂଶୀ ମୂଳ ମୂଲ୍ୟ ୩୦ ଲକ୍ଷ ଟଙ୍କା ଥିଲା। କିନ୍ତୁ ତାଙ୍କୁ ରାଜସ୍ଥାନ ରୟାଲ୍ସ ୧.୧୦ କୋଟି […] The post IPL Auction: ୧୩ ବର୍ଷୀୟ ବ୍ୟାଟରଙ୍କ ଉପରେ ଟଙ୍କା ବର୍ଷା, ଏତେ କୋଟି ଟଙ୍କାରେ କିଣିଲା ଏହି ଟିମ୍ appeared first on Dharitri Odia News.
ନୂଆଦିଲ୍ଲୀ, ୨୫।୧୧: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୫ ସିଜିନ୍ ପାଇଁ ଦୁଇ ଦିନିଆ ମେଗା ନିଲାମ ୨୪ ଏବଂ ୨୫ ନଭେମ୍ବରରେ ସାଉଦି ଆରବରରେ ଅନୁଷ୍ଠିତ ହୋଇଛି। ଏଥିରେ ୧୩ ବର୍ଷ ବୟସ୍କା ବୈଭବ ସୂର୍ୟ୍ୟବଂଶୀ ଆଲୋଡ଼ନ ସୃଷ୍ଟି କରିଛନ୍ତି।
ଏଥର ସେ ଆଇପିଏଲ ମେଗା ନିଲାମରେ ପ୍ରବେଶ କରିଥିବା ସର୍ବ କନିଷ୍ଠ କ୍ରିକେଟର ହୋଇଛନ୍ତି। ବୈଭବ ସୂର୍ୟ୍ୟବଂଶୀ ମୂଳ ମୂଲ୍ୟ ୩୦ ଲକ୍ଷ ଟଙ୍କା ଥିଲା। କିନ୍ତୁ ତାଙ୍କୁ ରାଜସ୍ଥାନ ରୟାଲ୍ସ ୧.୧୦ କୋଟି ଟଙ୍କାରେ କିଣିଛି।
ବୈଭବଙ୍କୁ କିଣିବା ପାଇଁ ରାଜସ୍ଥାନ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ କଡ଼ା ସଂଘର୍ଷ ଦେଖିବାକୁ ମିଳିଥିଲା। ଏହା ସହ ଆଇପିଏଲ୍ ଇତିହାସର ସର୍ବକନିଷ୍ଠ ଖେଳାଳି ରହିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ବୈଭବ ୧୨ ବର୍ଷ ବୟସରେ ରଣଜୀ ଟ୍ରଫିରେ ପଦାର୍ପଣ କରିଥିଲେ। ୧୯ ବର୍ଷରୁ କମ୍ ଭାରତୀୟ ଦଳର ପ୍ରତିନିଧିତ୍ୱ କରି ଅଷ୍ଟ୍ରେଲିଆ ବିପକ୍ଷରେ ମାତ୍ର ୫୮ ବଲ୍ରେ ଶତକ ରେକର୍ଡ କରିଥିଲେ ବୈଭବ।
???????????????????????? ???????????????????? ???????????????????????????????????????????? ????????????????????????
![]()
13-year old Vaibhav Suryavanshi becomes the youngest player ever to be sold at the #TATAIPLAuction
![]()
![]()
Congratulations to the young????????????????, now joins Rajasthan Royals
#TATAIPL | @rajasthanroyals | #RR pic.twitter.com/DT4v8AHWJT
— IndianPremierLeague (@IPL) November 25, 2024
The post IPL Auction: ୧୩ ବର୍ଷୀୟ ବ୍ୟାଟରଙ୍କ ଉପରେ ଟଙ୍କା ବର୍ଷା, ଏତେ କୋଟି ଟଙ୍କାରେ କିଣିଲା ଏହି ଟିମ୍ appeared first on Dharitri Odia News.
