IPL Update: ଆଇପିଏଲରେ ତମାଖୁ ଓ ମଦ ବିଜ୍ଞାପନକୁ ବାରଣ, ଚିଠି ଲେଖିଲା ସ୍ବାସ୍ଥ୍ୟ ମନ୍ତ୍ରାଳୟ

IPL କର୍ତ୍ତୁପକ୍ଷଙ୍କୁ ଏନେଇ ମନ୍ତ୍ରାଳୟ ଚିଠି ଲେଖି ନିର୍ଦ୍ଦେଶ ଦେଇଛି। ପ୍ରତ୍ୟକ୍ଷ ବିଜ୍ଞାପନ ସହ ସରୋଗେଟ୍ ବା ପରୋକ୍ଷ ବିଜ୍ଞାପନ ଉପରେ ରୋକ ଲଗାଇବାକୁ ସ୍ବାସ୍ଥ୍ୟ ମନ୍ତ୍ରାଳୟ ନିର୍ଦ୍ଦେଶ ଦେଇଛି।

IPL Update: ଆଇପିଏଲରେ ତମାଖୁ ଓ ମଦ ବିଜ୍ଞାପନକୁ ବାରଣ, ଚିଠି ଲେଖିଲା ସ୍ବାସ୍ଥ୍ୟ ମନ୍ତ୍ରାଳୟ
Array