IPS DS Kutey: ଆଶିଷଙ୍କ ପରେ କେନ୍ଦ୍ରୀୟ ଡେପୁଟେସନରେ IPS ଡି.ଏସ୍‌ କୁଟ୍ଟେ

କେନ୍ଦ୍ରୀୟ ଡେପୁଟେସନରେ ଯିବେ IPS ଡି.ଏସ୍ କୁଟ୍ଟେ । ବିଏସ୍ଏଫ୍ ଆଇଜି ଭାବେ ଡେପୁଟେସନରେ ଯିବେ କୁଟ୍ଟେ । ଏବେ ସେ ଗୃହ ବିଭାଗର ଓଏସଡି ଅଛନ୍ତି ।

IPS DS Kutey: ଆଶିଷଙ୍କ ପରେ କେନ୍ଦ୍ରୀୟ ଡେପୁଟେସନରେ  IPS ଡି.ଏସ୍‌ କୁଟ୍ଟେ
Array