IPS ଅଫିସର ଆଶିଷ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ନିର୍ଦ୍ଦେଶ ଦେଲେ ଇସିଆଇ

ଭୁବନେଶ୍ୱର,୨୮।୫: ବରିଷ୍ଠ IPS ଅଫିସର ଆଶିଷ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ନିର୍ଦ୍ଦେଶ ଦେଇଛନ୍ତି ଭାରତୀୟ ନିର୍ବାଚନ କମିଶନର। ଭୁବନେଶ୍ବର ଏମ୍ସ ନିର୍ଦ୍ଦେଶକଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି ଇସିଆଇ। ଆଶିଷ ସିଂଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଏକ ମେଡିକାଲ ବୋର୍ଡ ଗଠନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ମେ’ ୩୦ ସୁଦ୍ଧା ମେଡିକାଲ ବୋର୍ଡ ନିକଟରେ ହାଜର ପାଇଁ ଆଶିଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଇସିଆଇ। ଯାଞ୍ଚ ରିପୋର୍ଟ ମେ’ ୩୧ ସୁଦ୍ଧା ECIଙ୍କ ନିକଟରେ ପହଞ୍ଚାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ମେ’ […] The post IPS ଅଫିସର ଆଶିଷ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ନିର୍ଦ୍ଦେଶ ଦେଲେ ଇସିଆଇ appeared first on Dharitri Odia News.

IPS ଅଫିସର ଆଶିଷ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ନିର୍ଦ୍ଦେଶ ଦେଲେ ଇସିଆଇ

ଭୁବନେଶ୍ୱର,୨୮।୫: ବରିଷ୍ଠ IPS ଅଫିସର ଆଶିଷ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ନିର୍ଦ୍ଦେଶ ଦେଇଛନ୍ତି ଭାରତୀୟ ନିର୍ବାଚନ କମିଶନର। ଭୁବନେଶ୍ବର ଏମ୍ସ ନିର୍ଦ୍ଦେଶକଙ୍କୁ ଏହି ନିର୍ଦ୍ଦେଶ ଦେଇଛନ୍ତି ଇସିଆଇ। ଆଶିଷ ସିଂଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ଏକ ମେଡିକାଲ ବୋର୍ଡ ଗଠନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ମେ’ ୩୦ ସୁଦ୍ଧା ମେଡିକାଲ ବୋର୍ଡ ନିକଟରେ ହାଜର ପାଇଁ ଆଶିଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଇସିଆଇ। ଯାଞ୍ଚ ରିପୋର୍ଟ ମେ’ ୩୧ ସୁଦ୍ଧା ECIଙ୍କ ନିକଟରେ ପହଞ୍ଚାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ମେ’ ୪ରୁ ମେଡିକାଲ ଲିଲରେ ଅଛନ୍ତି ଆଶିଷ ସିଂହ।

The post IPS ଅଫିସର ଆଶିଷ ସିଂହଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ନିର୍ଦ୍ଦେଶ ଦେଲେ ଇସିଆଇ appeared first on Dharitri Odia News.