Iran wants to kill Trump: କାଶିମ ସୋଲେମାନିଙ୍କ ହତ୍ୟା ପରେ ତେହରାନର ବଡ ଟାର୍ଗେଟ ଡୋନାଲ୍ଡ ଟ୍ରମ୍ପ: ନେତାନ୍ୟାହୁଙ୍କ ବଡ ବୟାନ
ଇସ୍ରାଏଲ ଓ ଇରାନ ମଧ୍ୟରେ ଯୁଦ୍ଧ ଚାଲିଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ପରମାଣୁ କାର୍ଯ୍ୟକଳାପକୁ ବିରୋଧ କରୁଥିବାରୁ ଏବଂ ଜେନେରାଲ କାଶିମ ସୋଲେମାନିଙ୍କୁ ହତ୍ୟାପରେ ଟ୍ରମ୍ପ ଏବେ ତେହରାନର ଟାର୍ଗେଟରେ ଥିବା କହିଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ।