Jaat: ଟପ୍ ୱାନ୍‌ରେ ଟ୍ରେଣ୍ଡିଂ କରୁଛି ସନ୍ନି ଦେଓଲଙ୍କ 'ଜାଟ୍‌'; ପଛରେ ସଲମାନ୍-ଅକ୍ଷୟ

'ଜାଟ୍' ହେଉଛି ଏକ ଆକ୍ସନ୍-ପ୍ୟାକ୍ ଫିଲ୍ମ, ଯେଉଁଥିରେ ସନ୍ନି ଦେଓଲ୍ ତାଙ୍କର 'ଢାଇ କିଲୋ କା ହାଥ୍'ର କରାମତି ଦେଖାଉଥିବାର ନଜର ଆସିଛନ୍ତି। ସୋମବାର ମୁକ୍ତିଲାଭ କରିଥିବା ଏହି ଟ୍ରେଲର୍‌ ୧୫ ମିଲିୟନରୁ ଅଧିକ ଭିୟୁ ପାଇସାରିଛି ଏବଂ ଶୀର୍ଷ ଟ୍ରେଣ୍ଡିଂ ତାଲିକାରେ ପ୍ରଥମ ସ୍ଥାନରେ ରହିଛି।

Jaat: ଟପ୍ ୱାନ୍‌ରେ ଟ୍ରେଣ୍ଡିଂ କରୁଛି ସନ୍ନି ଦେଓଲଙ୍କ 'ଜାଟ୍‌'; ପଛରେ ସଲମାନ୍-ଅକ୍ଷୟ
Array