Jaat: ଭିଲେନ ହେବାକୁ ରଣଦୀପ ହୁଡା ପରିବର୍ତ୍ତନ କରିଦେଲେ ଶରୀର ଆଉ ସ୍ୱର; ଦେଖିଲେ ବିଶ୍ୱାସ କରିପାରିବେନି

‘ଜାଟ୍‌’ରେ ସନ୍ନି ଦେଓଲଙ୍କ ନିଦ ହଜାଇବାକୁ ଯାଉଥିବା ରଣଦୀପ ହୁଡାଙ୍କ ଲୁକ୍‌କୁ ବହୁତ ପ୍ରଶଂସା କରାଯାଉଛି। ଏହି ଚଳଚ୍ଚିତ୍ରରେ ସେ ଏକ ଭୟଙ୍କର ଗ୍ୟାଙ୍ଗଷ୍ଟର ଭୂମିକାରେ ଅଭିନୟ କରୁଛନ୍ତି ଏବଂ ଏହି ଚରିତ୍ରକୁ ପ୍ରକୃତ ରୂପ ଦେବା ପାଇଁ ସେ ନିଜକୁ ସମ୍ପୂର୍ଣ୍ଣ ରୂପେ ପରିବର୍ତ୍ତନ କରିଛନ୍ତି।

Jaat: ଭିଲେନ ହେବାକୁ ରଣଦୀପ ହୁଡା ପରିବର୍ତ୍ତନ କରିଦେଲେ ଶରୀର ଆଉ ସ୍ୱର; ଦେଖିଲେ ବିଶ୍ୱାସ କରିପାରିବେନି
Array