Jagannath Pradhan Arrested: ଜଗନ୍ନାଥ ପ୍ରଧାନଙ୍କ ଜାମିନ ନାମଞ୍ଜୁର, ଗଲେ ଜେଲ

କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ସ୍ବାସ୍ଥ୍ୟ ପରୀକ୍ଷା ପରେ କୋର୍ଟ ଚାଲାଣ କରାଯାଇଥିଲା । କୋର୍ଟରେ ଜଗନ୍ନାଥ ପ୍ରଧାନଙ୍କ ଜାମିନ ନାମଞ୍ଜୁର ହୋଇଛି । ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ଗଲେ ଜଗନ୍ନାଥ ପ୍ରଧାନ ।

Jagannath Pradhan Arrested: ଜଗନ୍ନାଥ ପ୍ରଧାନଙ୍କ ଜାମିନ ନାମଞ୍ଜୁର, ଗଲେ ଜେଲ
Array