Jajpur Diarrhoea Outbreak: 4 Dead, Over 500 Infected as Health Emergency Unfolds
#ସ୍ଥିତି _ଅଣାୟତ୍ତ ଯାଜପୁରରେ ସୋମବାର ରାତିରୁ ଆରମ୍ଭ ହୋଇଥିବା ଝାଡ଼ାବାନ୍ତି ଅଣାୟତ୍ତ ହେବାରେ ଲାଗିଛି। ଆଉ ୨ ଜଣଙ୍କ ମୃତ୍ୟୁ ସହ ମୋଟ ଝାଡ଼ାବାନ୍ତି ମୃତ୍ୟୁ ସଂଖ୍ୟା ୪ରେ ପହଞ୍ଚିଛି । ସେପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଟପିଛି
#ସ୍ଥିତି _ଅଣାୟତ୍ତ
ଯାଜପୁରରେ ସୋମବାର ରାତିରୁ ଆରମ୍ଭ ହୋଇଥିବା ଝାଡ଼ାବାନ୍ତି ଅଣାୟତ୍ତ ହେବାରେ ଲାଗିଛି। ଆଉ ୨ ଜଣଙ୍କ ମୃତ୍ୟୁ ସହ ମୋଟ ଝାଡ଼ାବାନ୍ତି ମୃତ୍ୟୁ ସଂଖ୍ୟା ୪ରେ ପହଞ୍ଚିଛି । ସେପଟେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଟପିଛି