Jammu and Kashmir Assembly: ‘ମୃତାହତଙ୍କ ପରିବାରକୁ କେଉଁ ଭାଷାରେ କ୍ଷମା ମାଗିବି ଭାଷା ପାଉନି’
ପହଲଗାମ ଆତଙ୍କୀ ହମଲା ପରେ ଆଜି ଜମ୍ମୁ, କାଶ୍ମୀର ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଅନୁଷ୍ଠିତ ହୋଇଛି। ଏହି ଅଧିବେଶନରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଆତଙ୍କୀ ହମଲାକୁ ଦୃଢ ଭାଷାରେ ନିନ୍ଦା କରିଛନ୍ତି।