Jammu Kashmir Terror Attack: ଆତଙ୍କୀ ହମ୍‌ଲା: ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ

ଦୁଇ ଦିନିଆ ସାଉଦି ଆରବ ଗସ୍ତରେ ଯାଇଥିଲେ ପିଏମ୍ ମୋଦି। ଆସନ୍ତାକାଲି ଫେରିବାର ଥିଲା। କିନ୍ତୁ ଆତଙ୍କବାଦୀ ଆକ୍ରମଣ ପରେ ଗସ୍ତ କାଣ୍ଟଛାଣ୍ଟ କରି ସ୍ୱଦେଶ ଫେରିଛନ୍ତି ପ୍ରଧାନମନ୍ତ୍ରୀ।

Jammu Kashmir Terror Attack: ଆତଙ୍କୀ ହମ୍‌ଲା: ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକ
Array