J&K Encounter: ଏନକାଉଣ୍ଟର କଲେ ସୁରକ୍ଷା କର୍ମୀ, ଜମ୍ମୁ ଓ କାଶ୍ମୀରରେ ୫ ଆତଙ୍କୀ ସଫା
ବେହେବାଗ ଅଞ୍ଚଳର କାଦରରେ ସନ୍ଦିଗ୍ଧ ଆତଙ୍କବାଦୀଙ୍କ ଉପସ୍ଥିତି ସମ୍ପର୍କରେ ସୂଚନା ପାଇବା ପରେ ତୁରନ୍ତ କର୍ଡନ ଏବଂ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ। ଏହି ସମୟରେ ଆତଙ୍କବାଦୀମାନେ ସୁରକ୍ଷା ବାହିନୀ ଉପରେ ଗୁଳି ଚଳାଇବା ଆରମ୍ଭ କରିଥିଲେ, ଏହା ପରେ ସୁରକ୍ଷା ବାହିନୀ ମଧ୍ୟ ଏହାର ଜବାବରେ ଏନକାଉଣ୍ଟର କରିଥିଲେ।