Kalbaisakhi Alert Odisha 2023: ଆଜି ତାଣ୍ଡବ ରଚିବ କାଳବୈଶାଖୀ; ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି...

ଘଡ଼ଘଡ଼ି ବର୍ଷା ସହ କିଛି ସ୍ଥାନରେ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି ୪ଟି ଜିଲ୍ଲା ଯଥା ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ ଗଜପତିରେ କାଳବୈଶାଖୀ ବର୍ଷାର ସମ୍ଭାବନା ରହିଛି।

Kalbaisakhi Alert Odisha 2023:  ଆଜି ତାଣ୍ଡବ ରଚିବ କାଳବୈଶାଖୀ; ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି...
Array