Kamakhya Express Derails: କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ଘଟଣାରେ ଜଣେ ମୃତ, ଜାରି ହେଲା ହେଲ୍ପଲାଇନ୍ ନମ୍ୱର

କଟକ ମଙ୍ଗୁଳି ନିକଟ ନିର୍ଗୁଣ୍ଡିରେ କାମାକ୍ଷା ଏକ୍ସପ୍ରେସ୍‌ ଲାଇନ୍‌ଚ୍ୟୁତ ହେବା ଘଟଣାରେ ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଛି ଓ ଅନ୍ୟ ୪ ଜଣ SCB ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ହେଲ୍ପଲାଇନ୍ ନମ୍ବର ଜାରି କଲା ଇଷ୍ଟକୋଷ୍ଟ ରେଲୱେ ।  - କଟକ ପାଇଁ ହେଲ୍ପ ଲାଇନ୍ ନମ୍ବର- ୮୯୯୧୧୨୪୨୩୮

Kamakhya Express Derails: କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ ଘଟଣାରେ ଜଣେ ମୃତ, ଜାରି ହେଲା ହେଲ୍ପଲାଇନ୍ ନମ୍ୱର
Array