KIIT Case: 'ଯୌନ ଶୋଷଣର ଶିକାର ହୋଇଥିଲେ ନେପାଳୀ ଛାତ୍ରୀ, ୧୧ ମାସ ପୂର୍ବରୁ କରିଥିଲେ ଅଭିଯୋଗ'

ଯୌନ ଶୋଷଣର ଶିକାର ହୋଇଥିଲେ ନେପାଳୀ ଛାତ୍ରୀ । ଏନେଇ ସେ ଆତ୍ମହତ୍ୟାର ୧୧ ମାସ ପୂର୍ବରୁ କିଟ୍‌ କର୍ତ୍ତୃପକ୍ଷଙ୍କଠାରେ ଅଭିଯୋଗ କରିଥିଲେ । କଂଗ୍ରେସ ବିଧାୟକଙ୍କ ପ୍ରଶ୍ନରେ ଏହି ଲିଖିତ ଉତ୍ତର ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ।

KIIT Case: 'ଯୌନ ଶୋଷଣର ଶିକାର ହୋଇଥିଲେ ନେପାଳୀ ଛାତ୍ରୀ, ୧୧ ମାସ ପୂର୍ବରୁ କରିଥିଲେ ଅଭିଯୋଗ'
Array