KIIT Inquiry: କୁଆଡ଼େ ଗଲା କିଟ୍ ତଦନ୍ତ ରିପୋର୍ଟ ? ମାସେ ପରେ ବି ସ୍ଥିତି ଅସ୍ପଷ୍ଟ

କୁଆଡ଼େ ଗଲା କିଟ୍ ତଦନ୍ତ ରିପୋର୍ଟ ? କେବେ ହେବ କାର୍ଯ୍ୟନୁଷ୍ଠାନ ? ଉଚ୍ଚସ୍ତରୀୟ କମିଟି ତଦନ୍ତର ଏବେ ସ୍ଥିତି କ‘ଣ ? ବିଧାନସଭାରେ ପ୍ରଶ୍ନ ଉଠାଇଛନ୍ତି ବିରୋଧୀ ବିଧାୟକ ।

KIIT Inquiry: କୁଆଡ଼େ ଗଲା କିଟ୍ ତଦନ୍ତ ରିପୋର୍ଟ ? ମାସେ ପରେ ବି ସ୍ଥିତି ଅସ୍ପଷ୍ଟ
Array