KIIT Nepali Student Death: କିଟ୍‌ ଛାତ୍ରୀ ମୃତ୍ୟୁକୁ ନେଇ ବଢିଲା ସନ୍ଦେହ, ହଷ୍ଟେଲରୁ ମୃତଦେହ ଉଦ୍ଧାର କଲା କିଏ ?

କିଟ୍‌ ହଷ୍ଟେଲ ଭିତରୁ ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କୁ ଉଦ୍ଧାର କଲା କିଏ ? ପୋଲିସ ନା କିଟ୍ କର୍ମଚାରୀ ? କାରଣ ଇନଫୋସିଟି ଥାନାର କନେଷ୍ଟବଳ ନିରାକାର ଖଟୁଆଙ୍କ କହିବା କଥା, କିମ୍ସ ମେଡିକାଲ ଏମରଜେନ୍ସିରୁ ମୃତଦେହକୁ ଧରି ଭୁବନେଶ୍ୱର ଏମ୍ସକୁ ବ୍ୟବଚ୍ଛେଦ ପାଇଁ ଆଣିଥିଲେ ।

KIIT Nepali Student Death: କିଟ୍‌ ଛାତ୍ରୀ ମୃତ୍ୟୁକୁ ନେଇ ବଢିଲା ସନ୍ଦେହ, ହଷ୍ଟେଲରୁ ମୃତଦେହ ଉଦ୍ଧାର କଲା କିଏ ?
Array