KIIT scandal: ନେପାଳ ଛାତ୍ରଙ୍କ ସହ କଥାହେଲେ Mohan Majhi, ଦେଲେ ବଡ଼ ପ୍ରତିଶ୍ରୁତି…

କିଟ୍‌ କାଣ୍ଡ: ନେପାଳ ଛାତ୍ରଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ, ଦେଲେ ବଡ଼ ପ୍ରତିଶ୍ରୁତି… ଭୁବନେଶ୍ୱର,୧୯।୨: କିଟ୍‌ କାଣ୍ଡକୁ ନେଇ ସାରା ରାଜ୍ୟ ରାଜନୀତି ସରଗରମ ରହିଛି। ବିବାଦ ଥମୁ ନ ଥିବାବେଳେ ଦିନକୁ ଦିନ ଘଟଣା ରୋଚକ ମୋଡ ନେଉଛି। ଏହାରି ଭିତରେ ନେପାଳ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନେପାଳ କାଉନସେଲର ସଞ୍ଜୀବ ଦାସଶର୍ମା, ନବୀନରାଜ ଅଧିକାରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ। Hon’ble Chief Minister Shri Mohan Charan Majhi […] The post KIIT scandal: ନେପାଳ ଛାତ୍ରଙ୍କ ସହ କଥାହେଲେ Mohan Majhi, ଦେଲେ ବଡ଼ ପ୍ରତିଶ୍ରୁତି… appeared first on Dharitri Odia News.

KIIT scandal: ନେପାଳ ଛାତ୍ରଙ୍କ ସହ କଥାହେଲେ Mohan Majhi, ଦେଲେ ବଡ଼ ପ୍ରତିଶ୍ରୁତି…

କିଟ୍‌ କାଣ୍ଡ: ନେପାଳ ଛାତ୍ରଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ, ଦେଲେ ବଡ଼ ପ୍ରତିଶ୍ରୁତି…
ଭୁବନେଶ୍ୱର,୧୯।୨: କିଟ୍‌ କାଣ୍ଡକୁ ନେଇ ସାରା ରାଜ୍ୟ ରାଜନୀତି ସରଗରମ ରହିଛି। ବିବାଦ ଥମୁ ନ ଥିବାବେଳେ ଦିନକୁ ଦିନ ଘଟଣା ରୋଚକ ମୋଡ ନେଉଛି। ଏହାରି ଭିତରେ ନେପାଳ ସହ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନେପାଳ କାଉନସେଲର ସଞ୍ଜୀବ ଦାସଶର୍ମା, ନବୀନରାଜ ଅଧିକାରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ।

ଏଥିସହ ନେପାଳ ଛାତ୍ରଙ୍କ ସହ ମଧ୍ୟ ମୁଖ୍ୟମନ୍ତ୍ରୀ କଥା ହୋଇଛନ୍ତି। ମୃତ KIIT ଛାତ୍ର ପ୍ରକୃତିଙ୍କ ମାମଲାରେ ନ୍ୟାୟ ପ୍ରଦାନ କରାଯିବ ବୋଲି ସେ ଛାତ୍ରଙ୍କୁ ଆଶ୍ୱାସନା ଦେଇଛନ୍ତି। ସେ କହିଛନ୍ତି, KIIT କ୍ୟାମ୍ପସରେ ଖୁବଶୀଘ୍ର ଶାନ୍ତି ଫେରିବ। ନେପାଳୀ ଛାତ୍ରମାନଙ୍କୁ କ୍ୟାମ୍ପସକୁ ଫେରି ସେମାନଙ୍କ ପାଠପଢ଼ା ପୁଣି ଆରମ୍ଭ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଅପିଲ କରିଛନ୍ତି।

ନେପାଳ ଅଫିସିଆଲଙ୍କ ସହ ଷ୍ଟେଟ ଗେଷ୍ଟ ହାଉସରେ ଏସମ୍ପର୍କରେ ଆଲୋଚନା କରାଯାଇଛି। ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ସୂର୍ଯ୍ୟବଂଶୀ ସୂରଜ, ମୁଖ୍ୟ ସଚିବ ଉପସ୍ଥିତ ଥିଲେ।

The post KIIT scandal: ନେପାଳ ଛାତ୍ରଙ୍କ ସହ କଥାହେଲେ Mohan Majhi, ଦେଲେ ବଡ଼ ପ୍ରତିଶ୍ରୁତି… appeared first on Dharitri Odia News.