KIIT University: କିଟ୍ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ; ମିଳିଲା ଝୁଲନ୍ତା ମୃତଦେହ
ଅର୍ଣ୍ଣବ କିଟ୍ ବିଶ୍ବବିଦ୍ୟାଳୟ ହଷ୍ଟେଲରେ ରହି ପାଠ ପଢ଼ୁଥିଲେ। ହଷ୍ଟେଲରୁ ମଞ୍ଚେଶ୍ବର କାହିଁକି ଆସିଥିଲେ, କିପରି ତାଙ୍କର ମୃତ୍ୟୁ ଘଟିଲା ତାର କାରଣ ଜଣାପଡ଼ିନାହିଁ। ପୋଲିସ ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ୍ ହସ୍ପିଟାଲକୁ ପଠାଇଛି।