KIIT University: ବଢିଲା କିଟ୍‌ ଅଡୁଆ, ନେପାଳୀ ଛାତ୍ରୀ ମୃତ୍ୟୁ ପାଇଁ ଦାୟୀ କଲେ NHRC

ନେପାଳୀ ଛାତ୍ରୀ ମୃତ୍ୟୁ ମାମଲାରେ କିଟ୍‌କୁ ଦାୟୀ କଲେ NHRC ଟିମ୍ । ବିଶ୍ୱବିଦ୍ୟାଳୟର କର୍ତ୍ତୃପକ୍ଷଙ୍କ ଅବହେଳାରୁ ଛାତ୍ରୀଙ୍କ ମୃତ୍ୟୁ ହୋଇଥିବା ଦର୍ଶାଇଲେ । ଆସନ୍ତା ୪ ସପ୍ତାହ ମଧ୍ୟରେ ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ କରିବାକୁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଲେ NHRC ।

KIIT University: ବଢିଲା କିଟ୍‌ ଅଡୁଆ, ନେପାଳୀ ଛାତ୍ରୀ ମୃତ୍ୟୁ ପାଇଁ ଦାୟୀ କଲେ NHRC
Array