KIIT ବିଶ୍ବବିଦ୍ୟାଳୟ ବସ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ

ଭୁବନେଶ୍ୱର,୧୫।୪:ସ KIIT ବିଶ୍ବବିଦ୍ୟାଳୟ ବସ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳାଙ୍କ ପରିଚୟ ମିଳିପାରି ନାହିଁ। ଉତ୍କଳ ହସ୍ପିଟାଲ ନିକଟରେ ମହିଳାଙ୍କୁ ବସ୍‌ ଧକ୍କାଦେଇଥିଲା। ଘଟଣାସ୍ଥଳରେ ଚାପାଉତ୍ତେଜନା ଦେଖାଦେଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ଦୁର୍ଘଟଣା ଘଟାଇଥିବା ବିଶ୍ବବିଦ୍ୟାଳୟ ବସ୍‌ ଅଟକ ରଖାଯାଇଛି। ପୂର୍ବରୁ କିଟ୍‌ରେ ଜଣେ ଛାତ୍ରୀ ଆତ୍ମହତ୍ୟା କରିଥିଲେ। ଜାହାକୁ ନେଇ ରାଜ୍ୟ ରାଜନୀତି ହଲଚଲ ହୋଇଯାଇଥିଲା। ସାରା ବିଶ୍ୱରେ ଓଡ଼ିଶାକୁ ନିନ୍ଦିତ ହେବାକୁ ପଡ଼ିଥିଲା। The post KIIT ବିଶ୍ବବିଦ୍ୟାଳୟ ବସ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ appeared first on Dharitri Odia News.

KIIT ବିଶ୍ବବିଦ୍ୟାଳୟ ବସ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ

ଭୁବନେଶ୍ୱର,୧୫।୪:ସ KIIT ବିଶ୍ବବିଦ୍ୟାଳୟ ବସ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳାଙ୍କ ପରିଚୟ ମିଳିପାରି ନାହିଁ। ଉତ୍କଳ ହସ୍ପିଟାଲ ନିକଟରେ ମହିଳାଙ୍କୁ ବସ୍‌ ଧକ୍କାଦେଇଥିଲା। ଘଟଣାସ୍ଥଳରେ ଚାପାଉତ୍ତେଜନା ଦେଖାଦେଇଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଛି। ଦୁର୍ଘଟଣା ଘଟାଇଥିବା ବିଶ୍ବବିଦ୍ୟାଳୟ ବସ୍‌ ଅଟକ ରଖାଯାଇଛି।
ପୂର୍ବରୁ କିଟ୍‌ରେ ଜଣେ ଛାତ୍ରୀ ଆତ୍ମହତ୍ୟା କରିଥିଲେ। ଜାହାକୁ ନେଇ ରାଜ୍ୟ ରାଜନୀତି ହଲଚଲ ହୋଇଯାଇଥିଲା। ସାରା ବିଶ୍ୱରେ ଓଡ଼ିଶାକୁ ନିନ୍ଦିତ ହେବାକୁ ପଡ଼ିଥିଲା।

The post KIIT ବିଶ୍ବବିଦ୍ୟାଳୟ ବସ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ appeared first on Dharitri Odia News.