Law Minister Slams Congress: ବିରୋଧୀ କଂଗ୍ରେସର ପୋଲ୍ ଖୋଲିଦେଲେ ଆଇନମନ୍ତ୍ରୀ
ବିଧାନସଭାରେ ବିରୋଧୀଙ୍କ ଲଗାତାର ହଟ୍ଟଗୋଳ ପ୍ରସଙ୍ଗରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ପ୍ରେସମିଟରେ ପ୍ରବଳ ବର୍ଷିଛନ୍ତି । ଆଇନମନ୍ତ୍ରୀ କହିଛନ୍ତି, ମହିଳା ସୁରକ୍ଷା ପ୍ରସଙ୍ଗରେ ଆମ ସରକାର ସଚେତନ ଅଛନ୍ତି । ଏ ନେଇ ବିଧାନସଭାରେ ଆଲୋଚନା ପାଇଁ ଆସନ୍ତୁ ବିରୋଧୀ । କିନ୍ତୁ ହାଉସ କମିଟି ଗଠନ ଦାବି ଅଯୌକ୍ତିକ ।