Law student gang-raped: କୋଲକାତା ହରର୍: ଆଇନ ଛାତ୍ରୀଙ୍କୁ କ୍ୟାମ୍ପସ ଭିତରେ ଗଣଦୁଷ୍କର୍ମ

କୋଲକାତାରେ ଆରଜି କର୍‌ ପାର୍ଟ-୨ । ଗଣଦୁଷ୍କର୍ମର ଶିକାର ହେଲେ ଆଇନ ଛାତ୍ରୀ । ମାମଲାରେ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି । କୋଲକାତା ମହିଳାମାନଙ୍କ ପାଇଁ ଆଦୌ ସୁରକ୍ଷିତ ନୁହେଁ କହି ମମତା ସରକାରଙ୍କୁ ଟାର୍ଗେଟ୍‌ କଲା ବିଜେପି ।

Law student gang-raped: କୋଲକାତା ହରର୍: ଆଇନ ଛାତ୍ରୀଙ୍କୁ କ୍ୟାମ୍ପସ ଭିତରେ ଗଣଦୁଷ୍କର୍ମ
Array