Lightning Strike: କଲେଜ ଯିବାକୁ ସ୍ୱପ୍ନ ଦେଖୁଥିଲେ, ବଜ୍ରପାତରେ ଚାଲିଗଲା ୧୦ମ ଶ୍ରେଣୀ ଛାତ୍ରଙ୍କ ଜୀବନ

ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଅଞ୍ଚଳରେ ଏକ ଦୁଃଖଦ ଘଟଣା ଘଟିଛି । ବଜ୍ରାଘାତରେ ଜଣେ ୧୦ମ ଶ୍ରେଣୀ ଛାତ୍ରର ମୃତ୍ୟୁ ହୋଇଛି । ମୃତ ଛାତ୍ର ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେଇଥିଲେ ।

Lightning Strike: କଲେଜ ଯିବାକୁ ସ୍ୱପ୍ନ ଦେଖୁଥିଲେ, ବଜ୍ରପାତରେ ଚାଲିଗଲା ୧୦ମ ଶ୍ରେଣୀ ଛାତ୍ରଙ୍କ ଜୀବନ
Array