???? LIVE UPDATES: ଓଡ଼ିଶା ମୁହାଁ ବାତ୍ୟା 'ଦାନା' । ଆସୁଛି ଗୋଟିଏ ପରେ ଗୋଟିଏ ବଡ ଅପଡେଟ୍...

କନକ ବ୍ୟୁରୋ: ଆସୁଛି ବାତ୍ୟା ‘ଦାନା’। ଓଡ଼ିଶା ଆଡକୁ ଏକମୁହାଁ ହୋଇ ମାଡି ଆସୁଛି ବାତ୍ୟା। ୨୪ ତାରିଖ ରାତିରୁ ୨୫ ତାରିଖ ପାହାନ୍ତି ପ୍ରହର ଭିତରେ ଓଡ଼ିଶାରେ ପ୍ରଳୟ ରଚିବ ବାତ୍ୟା । ତେବେ ଏବେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ସ୍ଥଳଭାଗ ଆଡକୁ ମାଡି ଆସୁଛି । ଲ୍ୟାଣ୍ଡଫଲ ପୂବର୍ରୁ ବାତ୍ୟାର ସମ୍ଭାବ୍ୟ ଗତିପଥ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ ।