Living Nostradamus Prediction: 2025 ପାଇଁ ଭବିଷ୍ୟବାଣୀ: ନିୟନ୍ତ୍ରଣ ବାହାରକୁ ଚାଲିଯିବ AI...ଏଲିଅନଙ୍କ ସହ ହେବ ଯୋଗାଯୋଗ

ଜଣେ ବ୍ରାଜିଲିଆନ ଧର୍ମଗୁରୁ ଅଥୋସ ସୋଲମ ଯିଏ କି ଲିଭିଂ ନୋଷ୍ଟ୍ରାଡମସ ଭାବେ ପରିଚିତ । ସେ ଜଣେ ପାରାସାଇକୋଲଜିଷ୍ଟ ମଧ୍ୟ । ସେ ୨୦୨୫ରେ ହେବାକୁ ଥିବା ସମ୍ଭାବ୍ୟ ଘଟଣାବଳୀର ଏକ ତାଲିକା ପ୍ରସ୍ତୁତ କରିଛନ୍ତି । ସେ ତାଙ୍କ ତାଲିକାରେ ‘ଜେନେଟିକ ଭାବେ ପରିବର୍ତ୍ତିତ ମଣିଷ’, ‘ନିୟନ୍ତ୍ରଣ ବାହାରେ ଏଆଇ’ ଏବଂ ‘ଏଅନଙ୍କ ସହ ଯୋଗାଯୋଗ’ ପରି କେତେକ ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି । ଏଥିସହିତ ୨୦୨୫ ଅନେକ ପ୍ରାକୃତିକ ବିପର୍ଯ୍ୟୟକୁ ଆମନ୍ତ୍ରଣ କରିବ ବୋଲି ମଧ୍ୟ ସେ ଚେତାବନୀ ଦେଇଛନ୍ତି ।

Living Nostradamus Prediction: 2025 ପାଇଁ ଭବିଷ୍ୟବାଣୀ: ନିୟନ୍ତ୍ରଣ ବାହାରକୁ ଚାଲିଯିବ AI...ଏଲିଅନଙ୍କ ସହ ହେବ ଯୋଗାଯୋଗ
Array