LLB ଷଷ୍ଠ ସେମିଷ୍ଟର ପେପର୍‌-୧ ପରୀକ୍ଷା ବାତିଲ

କଟକ,୨୨।୪: LLB ଷଷ୍ଠ ସେମିଷ୍ଟରର ପେପର୍‌-୧ ପରୀକ୍ଷା ବାତିଲ ହୋଇଯାଇଛି। ସିଲାବସ୍‌ ବାହାରୁ ପ୍ରଶ୍ନପତ୍ର ଆସିବା ଅଭିଯୋଗରେ ପରୀକ୍ଷା ବାତିଲ ହୋଇଥିବା ଜଣାପଡିଛି। ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ ଅଧୀନ ୨୮ କଲେଜ୍‌ ପରୀକ୍ଷା ବାତିଲ କରାଯାଇଥିବା ବିଶ୍ୱବିଦ୍ୟାଳୟ କର୍ତ୍ତପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି। The post LLB ଷଷ୍ଠ ସେମିଷ୍ଟର ପେପର୍‌-୧ ପରୀକ୍ଷା ବାତିଲ appeared first on Dharitri Odia News.

LLB ଷଷ୍ଠ ସେମିଷ୍ଟର ପେପର୍‌-୧ ପରୀକ୍ଷା ବାତିଲ

କଟକ,୨୨।୪: LLB ଷଷ୍ଠ ସେମିଷ୍ଟରର ପେପର୍‌-୧ ପରୀକ୍ଷା ବାତିଲ ହୋଇଯାଇଛି। ସିଲାବସ୍‌ ବାହାରୁ ପ୍ରଶ୍ନପତ୍ର ଆସିବା ଅଭିଯୋଗରେ ପରୀକ୍ଷା ବାତିଲ ହୋଇଥିବା ଜଣାପଡିଛି। ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ ଅଧୀନ ୨୮ କଲେଜ୍‌ ପରୀକ୍ଷା ବାତିଲ କରାଯାଇଥିବା ବିଶ୍ୱବିଦ୍ୟାଳୟ କର୍ତ୍ତପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

The post LLB ଷଷ୍ଠ ସେମିଷ୍ଟର ପେପର୍‌-୧ ପରୀକ୍ଷା ବାତିଲ appeared first on Dharitri Odia News.