Loot And Murder: ଜଘନ୍ୟ ହତ୍ୟାକାଣ୍ଡ; ଲୁଟେରାଙ୍କ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ

ଲୁଟ୍ ପାଇଁ ଆସି ଆକ୍ରମଣ କଲେ ଦୁର୍ବୃତ୍ତ । ଯାଜପୁର ଜିଲ୍ଲାରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ । ଲୁଟ୍ କରିବାକୁ ଆସିଥିବା ଦୁର୍ବୃତ୍ତଙ୍କ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ହୋଇଛି ।

Loot And Murder: ଜଘନ୍ୟ ହତ୍ୟାକାଣ୍ଡ; ଲୁଟେରାଙ୍କ ଆକ୍ରମଣରେ ବୃଦ୍ଧାଙ୍କ ମୃତ୍ୟୁ
Array