Lord Jagannath Land: ରାଜ୍ୟବ୍ୟାପୀ ଜବଦଖଲମୁକ୍ତ ହେବ ଜଗନ୍ନାଥଙ୍କ ଜମି, ୩ ମାସ ଭିତରେ ଆସିବ ନୂଆ ୟୁନିଫର୍ମ ଲ୍ୟାଣ୍ଡ ପଲିସି
ଜଗନ୍ନାଥ ଜମି ଜବର ଦଖଲକାରୀଙ୍କ ଉପରେ ସରକାରଙ୍କ ନଜର । ଦୁଇବର୍ଷରେ ତୁଟିବ ଜଗନ୍ନାଥ ଜମି ସମସ୍ୟା । ରାଜ୍ୟବ୍ୟାପୀ ଜଗନ୍ନାଥ ଜମି ବିବାଦର ବିଦାଦ ତୁଟାଇବାକୁ ତିନିମାସ ମଧ୍ୟରେ ସରକାର ନୂଆ ୟୁନିଫର୍ମ ଲ୍ୟାଣ୍ଡ ପଲିସି ଆଣିବେ