Low Pressure Area Over Arabian Sea: ସୃଷ୍ଟି ହେଲା ଲଘୁଚାପ, ୩‌୬ ଘଣ୍ଟାରେ ଅବପାତ

ଆରବ ସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଯାହା କ୍ରମଶଃ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଏପରି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। 

Low Pressure Area Over Arabian Sea: ସୃଷ୍ଟି ହେଲା ଲଘୁଚାପ, ୩‌୬ ଘଣ୍ଟାରେ ଅବପାତ
Array