Low Pressure Over Bay of Bengal May Intensify; IMD Warns of Heavy Rain Till July 27
#ଆଜି_ଭୀଷଣ_ବର୍ଷା ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର। ଆଗାମୀ କିଛି ଘଣ୍ଟାରେ ଏହା ୱେଲମାର୍କ ଲୋ ପ୍ରେସରର ରୂପ ନେବ। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଲଘୁଚାପ ପ୍ରଭାବରେ ଆସନ୍ତା ୨୭ ତାରିଖ ଯାଏଁ ପ୍ରବଳ ବର୍ଷାର ସମ୍ଭାବନା
#ଆଜି_ଭୀଷଣ_ବର୍ଷା
ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ କ୍ଷେତ୍ର। ଆଗାମୀ କିଛି ଘଣ୍ଟାରେ ଏହା ୱେଲମାର୍କ ଲୋ ପ୍ରେସରର ରୂପ ନେବ। ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଲଘୁଚାପ ପ୍ରଭାବରେ ଆସନ୍ତା ୨୭ ତାରିଖ ଯାଏଁ ପ୍ରବଳ ବର୍ଷାର ସମ୍ଭାବନା