Low Pressure : ତାତିରୁ ମିଳିବ ଆଶ୍ବସ୍ତି, ବଙ୍ଗୋପ ସାଗରରେ ଲଘୁଚାପ ସମ୍ଭାବନା
୧୩ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ପ୍ରଦାନ କରାଯାଇଛି। ଏହା ସହିତ ଆସନ୍ତା କାଲି ପାଇଁ ୨୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଚେତାବନୀ ମିଳିଛି।