LOW PRESSURE: ୨୭ ଯାଏଁ ପ୍ରବଳ ବର୍ଷା !
ଉତ୍ତର ବଙ୍ଗୋପସାଗରରେ ସକ୍ରିୟ ହେଉଛି ଘୂର୍ଣ୍ଣିବଳୟ, ଆଗାମୀ ୨୪ ଘଣ୍ଟା ପରେ ଲଘୁଚାପ କ୍ଷେତ୍ର ସୃଷ୍ଟି କରିବା ସମ୍ଭାବନା । ଆଜିଠୁ ୨୭ ତାରିଖ ଯାଏଁ ପ୍ରବଳ ବର୍ଷା ଓ ପବନ ସମ୍ଭାବନା ଥିବା ବେଳେ ଶୁକ୍ରବାର କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ୮ଟି ଜିଲ୍ଲାକୁ ଅରେଂଜ ୱାର୍ଣ୍ଣି ଓ ଅବଶିଷ୍ଟ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଥିବା ବେଳେ ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଛି।