Mahabharat Story: ଆଖି ଥାଇ ଜାଣି ଜାଣି ଅନ୍ଧ ହୋଇଥିବା ଜଣେ ରାଣୀ ଓ ମୃଗ ମାରି ଅଭିଶାପ ପାଇଥିବା ଜଣେ ରାଜାଙ୍କ କାହାଣୀ
କାହିଁକି ଜଣେ ଋଷି ମୃଗ ରୂପ ଧାରଣ କରିଥିଲେ? ମରଣ ଆଗରୁ ମୃଗ ରୁପି ଋଷି କଣ ଅଭିଶାପ ଦେଲେ ରାଜାଙ୍କୁ? ଆଖି ଥାଇ କାହିଁକି ଜାଣି ଜାଣି ଅନ୍ଧ ହେଲେ ଜଣେ ରାଣୀ? ଏମିତି ଆହୁରି ଅନେକ ପ୍ରଶ୍ନର ଉତ୍ତର ଓ ଅନ୍ୟାନ୍ୟ କାହାଣୀ ଜାଣିବାକୁ ପଢ଼ନ୍ତୁ ଆଜିର ଅଧ୍ୟାୟ ।