Mahabharat Story: ମନ୍ତ୍ର ବଳରେ ଦେବତାଙ୍କୁ ପୃଥିବୀକୁ ଡାକି ପୁତ୍ର ଜନ୍ମ କରିଥିବା ଜଣେ ମାଆର କାହାଣୀ
ନିଜ ମା ଓ ବାପାଙ୍କୁ ଦେଖି ସମଗ୍ର ସଂସାର ପାଇଁ କୋଉ ନିୟମ ପ୍ରଣୟନ କଲା ଜଣେ ପୁଅ ଓ କେମିତି ଆରମ୍ଭ ହେଲା ପରିବାର ? ମନ୍ତ୍ର ବଳରେ କେମିତି ଦେବତାମାନଙ୍କୁ ପୃଥିବୀକୁ ଡାକିଆଣିଲେ ଜଣେ ନାରୀ ଓ ଆହୁରି ଅନେକ ଚମତ୍କାର କଥା ଜାଣିବାକୁ ପଢନ୍ତୁ ଆଜିର ଅଧ୍ୟାୟ ।