Maharashtra CM: ସିଏମ ସସପେନ୍ସରେ ପୂର୍ଣ୍ଣଚ୍ଛେଦ; ଫଡନାଭିସ୍ ହେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ, କାଲି ନେବେ ଶପଥ

ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ ହେବେ ଦେବେନ୍ଦ୍ର ଫଡନାବିସ୍। କୋର୍‌ କମିଟି ବୈଠକରେ ଫଡନାବିସ୍ ଙ୍କ ନାଁରେ ମୋହର ବାଜିଥିବା ଜଣାପଡିଛି।

Array