Mahendra Singh Dhoni IPL Record: ୧୧ ବର୍ଷ ତଳର ରେକର୍ଡ ଭାଙ୍ଗିଲେ ମହେନ୍ଦ୍ର ସିଂ ଧୋନୀ, ବିରାଟ କୋହଲିଙ୍କ ସହ ସମକକ୍ଷ

କ୍ରମାଗତ ୫ ମ୍ୟଚର ପରାଜୟ ପରେ ଚେନ୍ନାଇ ସୁପର କିଙ୍ଗ୍ସ ବିଜୟ ଟ୍ରାକକୁ ଫେରିଥିବା ବେଳେ ୧୧ ବର୍ଷ ତଳର ଆଇପିଏଲ ରେକର୍ଡ ଭାଙ୍ଗିଛନ୍ତି ମହେନ୍ଦ୍ର ସିଂ ଧୋନୀ। ଆଇପିଏଲ ଇତିହାସର ବୟସ୍କ ଖେଳାଳି ଭାବରେ ଧୋନୀ ପ୍ଲେୟର ଅଫ ଦ ମ୍ୟାଚ ପୁରସ୍କାର ହାସଲ କରିଛନ୍ତି।

Mahendra Singh Dhoni IPL Record: ୧୧ ବର୍ଷ ତଳର ରେକର୍ଡ ଭାଙ୍ଗିଲେ ମହେନ୍ଦ୍ର ସିଂ ଧୋନୀ, ବିରାଟ କୋହଲିଙ୍କ ସହ ସମକକ୍ଷ
Array