Man Raped Daughter-In-Law: ବୋହୂଙ୍କୁ ଦୁଷ୍କର୍ମ କରି ହତ୍ୟା କଲା ଶ୍ବଶୁର, ୧୦ ଫୁଟ ଗାତରୁ ମିଳିଲା ମୃତଦେହ

ହରିୟାଣାର ଫରିଦାବାଦରେ ବିବାହ କରିଥିବା ଜଣେ ମହିଳାଙ୍କୁ ତାଙ୍କ ଶ୍ୱଶୁର ଦୁଷ୍କର୍ମ କରିବା ପରେ ହତ୍ୟା କରି ୧୦ ଫୁଟ ଗଭୀର ଗାତ ଖୋଳି ପୋତି ଦେଇଥିଲେ । ଘଟଣାର ତଦନ୍ତ ବେଳେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯିବା ପରେ ସମସ୍ତ ଘଟଣା ସାମନାକୁ ଆସିଥିଲା ।

Man Raped Daughter-In-Law: ବୋହୂଙ୍କୁ ଦୁଷ୍କର୍ମ କରି ହତ୍ୟା କଲା ଶ୍ବଶୁର, ୧୦ ଫୁଟ ଗାତରୁ ମିଳିଲା ମୃତଦେହ
Array