Mann Ki Baat:ପ୍ରଧାନମନ୍ତ୍ରୀଙ୍କ ମୁହଁରେ ଓଡ଼ିଶା ଚାଷୀଙ୍କ ପ୍ରଶଂସା, ବଦଳିଛି ଚିତ୍ର
ଏହି କୃଷକମାନେ କୋଟି କୋଟି ଟଙ୍କାର ବ୍ୟବସାୟ କରୁଛନ୍ତି । ଏହି ସଂଗଠନରେ ଏବେ ପ୍ରାୟ ୨୦୦ ଜଣ ସଦସ୍ୟ ଅଛନ୍ତି । ସେମାନଙ୍କ ମଧ୍ୟରେ ଅଛନ୍ତି ୪୫ ଜଣ ମହିଳା ଚାଷୀ । ନିଷ୍ଠା ଓ ସମ୍ମିଳିତ ଉଦ୍ୟମ ଦ୍ୱାରା ସବୁ କିଛି କରାଯାଇପାରିବ । କଳାହାଣ୍ଡିର ଏହି ସଫଳତା ଆମକୁ ଏହି ଶିକ୍ଷା ଦେଉଛି ବୋଲି ଦେଶବାସୀଙ୍କୁ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।