Manoj Kumar Passes Away: ଭେଟେରାନ ଅଭିନେତା ମନୋଜ କୁମାରଙ୍କ ପରଲୋକ

ଭେଟେରାନ ବଲିଉଡ୍ ଅଭିନେତା ମନୋଜ କୁମାରଙ୍କ ପରଲୋକ । ୮୭ ବର୍ଷ ବୟସରେ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି । ସେ ପଦ୍ମଶ୍ରୀ ଏବଂ ଦାଦାସାହେବ ଫାଲକେ ସମ୍ମାନରେ ସମ୍ମାନିତ ହୋଇଥିଲେ ।

Manoj Kumar Passes Away: ଭେଟେରାନ ଅଭିନେତା ମନୋଜ କୁମାରଙ୍କ ପରଲୋକ
Array